ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ: ମିଳିଲା ବିଭିନ୍ନ ସଂଗଠନର ସମର୍ଥନ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ବହି ଯାଇଥିବା ଜୀରା ନଦୀର ସୁରକ୍ଷା ଦାବି ଜୋର୍ ଧରିଛି। ଏହି ଦାବି ନେଇ ରବିବାରରୁ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ ହୋଇଛି। ମହାନଦୀ ସହିତ ଜୀରା ନଦୀର ମଧ୍ୟ ସୁରକ୍ଷା ଦାବି କରାଯାଇଛି। ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନର ଅଧ୍ୟକ୍ଷ ସୁଦର୍ଶନ ଦାସ, ବରଗଡ଼ ଜିଲା ସଂଯୋଜକ ପାଣ୍ଡବ କର୍ଣ୍ଣ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ। ବିଭିନ୍ନ ସଂଗଠନର ପ୍ରତିନିଧି ଉପସ୍ଥିତ […] The post ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ: ମିଳିଲା ବିଭିନ୍ନ ସଂଗଠନର ସମର୍ଥନ appeared first on Dharitri Odia News.
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ବହି ଯାଇଥିବା ଜୀରା ନଦୀର ସୁରକ୍ଷା ଦାବି ଜୋର୍ ଧରିଛି। ଏହି ଦାବି ନେଇ ରବିବାରରୁ ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ପକ୍ଷରୁ ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ ହୋଇଛି। ମହାନଦୀ ସହିତ ଜୀରା ନଦୀର ମଧ୍ୟ ସୁରକ୍ଷା ଦାବି କରାଯାଇଛି। ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନର ଅଧ୍ୟକ୍ଷ ସୁଦର୍ଶନ ଦାସ, ବରଗଡ଼ ଜିଲା ସଂଯୋଜକ ପାଣ୍ଡବ କର୍ଣ୍ଣ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ। ବିଭିନ୍ନ ସଂଗଠନର ପ୍ରତିନିଧି ଉପସ୍ଥିତ ରହି ଏହାକୁ ସମର୍ଥନ କରିଥିଲେ।
The post ଜୀରାନଦୀ ବଞ୍ଚାଅ ଆନ୍ଦୋଳନ ଆରମ୍ଭ: ମିଳିଲା ବିଭିନ୍ନ ସଂଗଠନର ସମର୍ଥନ appeared first on Dharitri Odia News.