ଜୁନ ୮ ନୁହେଁ ଏହି ଦିନ ଶପଥ ନେବେ ମୋଦି
ନୂଆଦିଲ୍ଲୀ,୬।୬: ଦେଶରେ ଖୁବ୍ଶୀଘ୍ର ଆରମ୍ଭ ହେବ ମୋଦି ୩.୦। ଆସନ୍ତା ୯ ତାରିଖ ସା ୬ଟାରେ ୩ୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ। ମୋଦିଙ୍କ ଶପଥ ନେବା ନେଇ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଜୁନ ୮ରେ ମୋଦି ଶପଥ ନେବେ ବୋଲି ତାରିଖ ଧାର୍ଯ୍ୟ କରାଯାଇଥିଲା। ଏହି ଲୋକ ସଭା ନିର୍ବାଚନରେ ଭାଜପାକୁ ସଂଖ୍ୟାଗରିଷ୍ଠତା ମିଳିନାହିଁ, ଏହା ପରେ ସରକାର ଗଠନକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଥିଲା। ଏହାପୂର୍ବରୁ […] The post ଜୁନ ୮ ନୁହେଁ ଏହି ଦିନ ଶପଥ ନେବେ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୬।୬: ଦେଶରେ ଖୁବ୍ଶୀଘ୍ର ଆରମ୍ଭ ହେବ ମୋଦି ୩.୦। ଆସନ୍ତା ୯ ତାରିଖ ସା ୬ଟାରେ ୩ୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବେ। ମୋଦିଙ୍କ ଶପଥ ନେବା ନେଇ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଜୁନ ୮ରେ ମୋଦି ଶପଥ ନେବେ ବୋଲି ତାରିଖ ଧାର୍ଯ୍ୟ କରାଯାଇଥିଲା।
ଏହି ଲୋକ ସଭା ନିର୍ବାଚନରେ ଭାଜପାକୁ ସଂଖ୍ୟାଗରିଷ୍ଠତା ମିଳିନାହିଁ, ଏହା ପରେ ସରକାର ଗଠନକୁ ନେଇ ଅନେକ କଳ୍ପନାଜଳ୍ପନା କରାଯାଉଥିଲା। ଏହାପୂର୍ବରୁ ବୁଧବାର (ଜୁନ ୫) ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ର ବୈଠକରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବରେ ନିର୍ବାଚିତ ହୋଇଥିଲେ ।
The post ଜୁନ ୮ ନୁହେଁ ଏହି ଦିନ ଶପଥ ନେବେ ମୋଦି appeared first on Dharitri Odia News.