ଜେଜେମାର ଶୁଦ୍ଧକ୍ରିୟା ପାଇଁ ଘର ଘର ବୁଲି ଭିକ ମାଗୁଛି ଅସହାୟ ନନ୍ଦିନୀ
ପ୍ରଥମେ ବାପା, ମାଆ ତା ପରେ ପରେ ବଡ ଭାଇ, ଯାହା ମୁଁହ ଟିକେ ଚାହିଁ ଦିନ କାଟୁଥିଲେ ଶେଷରେ ସେ ଜେଜେମାଆ ବି ଏକା କରିଛାଡିଗଲା । ଆଉ ଏବେ ସମଜ ଓ ପରମ୍ପରା ନନ୍ଦିନୀଙ୍କ ବୋଝ ଉପରେ ନଳିତା ବିଡା ପାଲଟିଛି ।