ଜେଲ ଯିବା ବେଳେ ରାଗରେ ଚିହିଁକି ଉଠିଲେ ପୁଞ୍ଜିଲାଲ, ଆଙ୍ଗୁଠି ଦେଖାଇ…
ବଲାଙ୍ଗୀର, ୨୮।୫(ସୁନିଲ କୁମାର ମହାନ୍ତି)- ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରକାଶ ପାଇଛି। ଏହି ବହୁଚର୍ଚ୍ଚିତ ମାମଲାର ଏକମାତ୍ର ତଥା ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ଏଡିଜେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ଏହି ରାୟ ପ୍ରକାଶ ପାଇଥିବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ପ୍ରକାଶ ପାଇଛି। ପାଟଣାଗଡ଼ ପାର୍ସଲ ବୋମା […] The post ଜେଲ ଯିବା ବେଳେ ରାଗରେ ଚିହିଁକି ଉଠିଲେ ପୁଞ୍ଜିଲାଲ, ଆଙ୍ଗୁଠି ଦେଖାଇ… appeared first on Dharitri Odia News.
ବଲାଙ୍ଗୀର, ୨୮।୫(ସୁନିଲ କୁମାର ମହାନ୍ତି)- ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରକାଶ ପାଇଛି। ଏହି ବହୁଚର୍ଚ୍ଚିତ ମାମଲାର ଏକମାତ୍ର ତଥା ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରି ଏଡିଜେ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଦୀର୍ଘ ୭ ବର୍ଷର ଅପେକ୍ଷା ପରେ ଏହି ରାୟ ପ୍ରକାଶ ପାଇଥିବାରୁ ବିଭିନ୍ନ ମହଲରେ ଏନେଇ ଉତ୍ସୁକତା ପ୍ରକାଶ ପାଇଛି। ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା ରାୟ ପ୍ରକାଶ ପରେ କୋର୍ଟରୁ ଜେଲକୁ ଯିବା ବେଳେ ମିଡ଼ିଆକୁ ଦେଖି ପୁଞ୍ଜିଲାଲ ରାଗି ଯାଇଥିଲେ l
The post ଜେଲ ଯିବା ବେଳେ ରାଗରେ ଚିହିଁକି ଉଠିଲେ ପୁଞ୍ଜିଲାଲ, ଆଙ୍ଗୁଠି ଦେଖାଇ… appeared first on Dharitri Odia News.