ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏ ନେଇ ତାଙ୍କୁ ହେଡ କ୍ବାର୍ଟର ନ ଛାଡିବା ପାଇଁ ବାରିପଦା ଜେଲ ସିନିୟର ସୁପରିଟେଣ୍ଡେଣ୍ଟ ନିର୍ଦ୍ଦେଶ ଦେଇଛନ୍ତି । ଉଭୟ ୱାର୍ଡରଙ୍କୁ କର୍ତ୍ତବ୍ୟରେ ଅବେହେଳା, ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ ତଥା ମାନୁଆଲ ଉଲଂଘନ କରି ଜେଲ […] The post ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ… appeared first on Dharitri Odia News.

ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି।
ଏ ନେଇ ତାଙ୍କୁ ହେଡ କ୍ବାର୍ଟର ନ ଛାଡିବା ପାଇଁ ବାରିପଦା ଜେଲ ସିନିୟର ସୁପରିଟେଣ୍ଡେଣ୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଉଭୟ ୱାର୍ଡରଙ୍କୁ କର୍ତ୍ତବ୍ୟରେ ଅବେହେଳା, ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ ତଥା ମାନୁଆଲ ଉଲଂଘନ କରି ଜେଲ ଭିତରକୁ ମୋବାଇଲ ନେଇଥିବା ଅଭିଯୋଗ ହୋଇଛି। ଗତ କିଛି ମାସ ହେବ କରଞ୍ଜିଆ ଉପକାରାଗାର ଭିତରେ ବ୍ୟାପକ ବିଶୃଙ୍ଖଳା ହୋଇଥିବା ଅଭିଯୋଗ ହୋଇଥିଲା ।

The post ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ… appeared first on Dharitri Odia News.