ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲର୍ଙ୍କ ସହ ମିଶି ବନ୍ଦୀମାନେ କରୁଛନ୍ତି…
ବଲାଙ୍ଗୀର,୨୩ା୮(ସୁନୀଲ କୁମାର ମହାନ୍ତି): ଶୁକ୍ରବାର ସକାଳୁ ବଲାଙ୍ଗୀର ଜିଲା କାରାଗାରରେ ପୋଲିସ ପକ୍ଷରୁ ବଡ଼ଧରଣର ଚଢ଼ାଉ କରଯାଇଛି। ଜେଲ୍ ଭିତରେ ବନ୍ଦୀମାନେ ଗ୍ୟାଙ୍ଗଓ୍ବାର କରୁଥିବା ଓ ବିଭିନ୍ନ ଅପରାଧ ପାଇଁ ଯୋଜନା କରୁଥିବା ଖବର ଆସିବା ପରେ ଶୁକ୍ରବାର ବଲାଙ୍ଗୀର ଏସ୍ପି ଋଷିକେଶ ଖିଲାରୀଙ୍କ ନେତୃତ୍ୱରେ ଜେଲ୍ ଭିତରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ଜେଲ ଭିତରୁ ଅନେକ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ। ଜେଲ୍ ଭିତରକୁ ନିଶାଦ୍ରବ୍ୟ […] The post ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲର୍ଙ୍କ ସହ ମିଶି ବନ୍ଦୀମାନେ କରୁଛନ୍ତି… appeared first on Dharitri Odia News.
ବଲାଙ୍ଗୀର,୨୩ା୮(ସୁନୀଲ କୁମାର ମହାନ୍ତି): ଶୁକ୍ରବାର ସକାଳୁ ବଲାଙ୍ଗୀର ଜିଲା କାରାଗାରରେ ପୋଲିସ ପକ୍ଷରୁ ବଡ଼ଧରଣର ଚଢ଼ାଉ କରଯାଇଛି। ଜେଲ୍ ଭିତରେ ବନ୍ଦୀମାନେ ଗ୍ୟାଙ୍ଗଓ୍ବାର କରୁଥିବା ଓ ବିଭିନ୍ନ ଅପରାଧ ପାଇଁ ଯୋଜନା କରୁଥିବା ଖବର ଆସିବା ପରେ ଶୁକ୍ରବାର ବଲାଙ୍ଗୀର ଏସ୍ପି ଋଷିକେଶ ଖିଲାରୀଙ୍କ ନେତୃତ୍ୱରେ ଜେଲ୍ ଭିତରେ ବଡ଼ ଧରଣର ଚଢ଼ାଉ କରାଯାଇଛି। ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ଜେଲ ଭିତରୁ ଅନେକ ମାଦକ ଦ୍ରବ୍ୟ ଜବତ କରିଛି ପୋଲିସ। ଜେଲ୍ ଭିତରକୁ ନିଶାଦ୍ରବ୍ୟ ଯିବା ଘଟଣାରେ କିଛି ଜେଲ୍ କର୍ମଚାରୀ ସାମିଲ ଥିବା ଅନୁମାନ କରାଯାଉଛି।
The post ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲର୍ଙ୍କ ସହ ମିଶି ବନ୍ଦୀମାନେ କରୁଛନ୍ତି… appeared first on Dharitri Odia News.