ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ସେ କହିଛନ୍ତି, ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନିର୍ମାଣ କରିନାହାନ୍ତି, ଆପଣମାନଙ୍କ ଭୋଟ୍‌ ନିର୍ମାଣ କରିଛି। ଜଗନ୍ନାଥ ଭୂମିକୁ ଆପଣମାନଙ୍କ ଆଶୀର୍ବାଦ ପାଇଁ ଆସିଛି। ଏହା ପରେ […] The post ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି appeared first on Dharitri Odia News.

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ସେ କହିଛନ୍ତି, ପ୍ରଭୁ ରାମଲାଲାଙ୍କ ମନ୍ଦିର ମୋଦି ନିର୍ମାଣ କରିନାହାନ୍ତି, ଆପଣମାନଙ୍କ ଭୋଟ୍‌ ନିର୍ମାଣ କରିଛି। ଜଗନ୍ନାଥ ଭୂମିକୁ ଆପଣମାନଙ୍କ ଆଶୀର୍ବାଦ ପାଇଁ ଆସିଛି। ଏହା ପରେ ମୋଦି କହିଛନ୍ତି, ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ହେବ। ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ଅଛି। ଭାଜପା ସରକାର ଏଥର ଗଠନ ହେବ।

The post ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି appeared first on Dharitri Odia News.