ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା (ଜେଏମ୍‌ଏମ୍‌) ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସେଠାରେ କ୍ଷମତା ବଜାୟ ରଖିବା ପାଇଁ ଲକ୍ଷ୍ୟ ରଖିଥିବାବେଳେ ଭାଜପା ପୁଣିଥରେ କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି। ଝାଡ଼ଖଣ୍ଡରେ ୬୮.୯୫ […] The post ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌ appeared first on Dharitri Odia News.

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି।
ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା (ଜେଏମ୍‌ଏମ୍‌) ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସେଠାରେ କ୍ଷମତା ବଜାୟ ରଖିବା ପାଇଁ ଲକ୍ଷ୍ୟ ରଖିଥିବାବେଳେ ଭାଜପା ପୁଣିଥରେ କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି। ଝାଡ଼ଖଣ୍ଡରେ ୬୮.୯୫ ପ୍ରତିଶତ ମତଦାନ ହୋଇଥିଲା।

The post ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌ appeared first on Dharitri Odia News.