ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ସୂଚନା ଥାଉକି,  ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ ଅନ୍ତର୍ଗତ ପାନତିଖରି ଶାସନରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଓଡ଼ିଶା ଅର୍ଥ ସେବାର ଜଣେ ସିନିୟର ପ୍ରଥମ ଶ୍ରେଣୀ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିଲେ। କଟକ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ […] The post ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ appeared first on Dharitri Odia News.

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି।

ସୂଚନା ଥାଉକି,  ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ ଅନ୍ତର୍ଗତ ପାନତିଖରି ଶାସନରେ ଜନ୍ମଗ୍ରହଣ କରିଥିଲେ। ସେ ମଧ୍ୟ ଓଡ଼ିଶା ଅର୍ଥ ସେବାର ଜଣେ ସିନିୟର ପ୍ରଥମ ଶ୍ରେଣୀ ଉପଦେଷ୍ଟା ଭାବେ କାର୍ଯ୍ୟ କରିଥିଲେ। କଟକ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲ୍‌ଏଲ୍‌ବି ଓ ଏଲ୍‌ଏଲ୍‌ଏମ୍‌ ପାଠ୍ୟକ୍ରମ ଶେଷ ପରେ ଆଇନରେ ପିଏଚ୍‌.ଡି କରିଥିଲେ।

The post ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ appeared first on Dharitri Odia News.