ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ
ଜମି ଦୁର୍ନୀତୀ ମାମଲାରେ ଶେଷରେ ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡି। ଜମି ଦୁର୍ନୀତି ମାମଲାରେ ଆଜି ଇଡି ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି। ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ ରାଜଭବନରେ ପହଞ୍ଚିଥିଲେ। ଇଡି ଅଧିକାରୀଙ୍କ ଉପସ୍ଥିତିରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ନିଜର ଇସ୍ତଫାପତ୍ର ଦେଇଥିଲେ। ଏହାପରେ ଇଡି ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିବା ଘୋଷଣା […] The post ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ appeared first on Odisha.News.

ଜମି ଦୁର୍ନୀତୀ ମାମଲାରେ ଶେଷରେ ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗିରଫ କରିଛି ଇଡି। ଜମି ଦୁର୍ନୀତି ମାମଲାରେ ଆଜି ଇଡି ତାଙ୍କୁ ଦୀର୍ଘ ୫ ଘଣ୍ଟାରରୁ ଅଧିକ ସମୟ ଜେରା କରିବା ପରେ ଗିରଫ କରିଛି।
ବିଧିବଦ୍ଧ ଭାବେ ଗିରଫ ହେବା ପୂର୍ବରୁ ହେମନ୍ତ ସୋରେନ ରାଜଭବନରେ ପହଞ୍ଚିଥିଲେ। ଇଡି ଅଧିକାରୀଙ୍କ ଉପସ୍ଥିତିରେ ସେ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନନଙ୍କୁ ନିଜର ଇସ୍ତଫାପତ୍ର ଦେଇଥିଲେ। ଏହାପରେ ଇଡି ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଥିବା ଘୋଷଣା କରିଛି।
The post ଝାରଖଣ୍ଡର ବିଦାୟୀ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ appeared first on Odisha.News.