ଝିଅ ଦେଖିବାକୁ ଯାଉଥିଲେ: ଗଛରେ ପିଟି ହେଲା କାର
ପାତ୍ରପୁର,୩ା୧୧(ଉମା ଚରଣ ନେପାକ): ଝିଅ ଦେଖିବାକୁ ଯାଇ କାର ଦୁର୍ଘଟଣାରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଗୋଳନ୍ଥରାଥାନା ହରିପୁର ଗ୍ରାମର ୟୁ ଚନ୍ଦ୍ରୁ, ୟୁ. ଚେଲପତି, କେ. ଦନାର୍ଦ୍ଦନ ଓ ଏ. ଲୋକେଶ ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମକୁ କାର (ଓଡି୦୨ ସିଇ- ୯୧୭୨) ଯୋଗେ ଯାଉଥିବା ବେଳେ ବାଦପୁରସ୍ଥିତ ରାମେଶ୍ୱର ମନ୍ଦିର ନିକଟରେ ଏକ ଗଛକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଘଟଣାସ୍ଥଳରେ ବାଦପୁର ଗ୍ରାମର କେତେ ଜଣ ଯୁବକ ପହଞ୍ଚି କାରରୁ […] The post ଝିଅ ଦେଖିବାକୁ ଯାଉଥିଲେ: ଗଛରେ ପିଟି ହେଲା କାର appeared first on Dharitri Odia News.
ପାତ୍ରପୁର,୩ା୧୧(ଉମା ଚରଣ ନେପାକ): ଝିଅ ଦେଖିବାକୁ ଯାଇ କାର ଦୁର୍ଘଟଣାରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଗୋଳନ୍ଥରାଥାନା ହରିପୁର ଗ୍ରାମର ୟୁ ଚନ୍ଦ୍ରୁ, ୟୁ. ଚେଲପତି, କେ. ଦନାର୍ଦ୍ଦନ ଓ ଏ. ଲୋକେଶ ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମକୁ କାର (ଓଡି୦୨ ସିଇ- ୯୧୭୨) ଯୋଗେ ଯାଉଥିବା ବେଳେ ବାଦପୁରସ୍ଥିତ ରାମେଶ୍ୱର ମନ୍ଦିର ନିକଟରେ ଏକ ଗଛକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।
ଘଟଣାସ୍ଥଳରେ ବାଦପୁର ଗ୍ରାମର କେତେ ଜଣ ଯୁବକ ପହଞ୍ଚି କାରରୁ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପାତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ l
The post ଝିଅ ଦେଖିବାକୁ ଯାଉଥିଲେ: ଗଛରେ ପିଟି ହେଲା କାର appeared first on Dharitri Odia News.