ଟସ୍ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ
ରାଜକୋଟ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ଲେଇଙ୍ଗ୍-୧୧ରେ ଟିମ ଇଣ୍ଡିଆ ପରିବର୍ତ୍ତନ କରିଛି। ସରଫରାଜ ଖାନ ଏବଂ ଧ୍ରୁଭ ଜୁରେଲ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ମହମ୍ମଦ ସିରାଜ ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଏକାଦଶ ଖେଳକୁ ଫେରିଛନ୍ତି। ଅକ୍ଷର ପଟେଲ ଏବଂ ମୁକେଶ କୁମାରଙ୍କୁ ବିରତି ଦିଆଯାଇଛି। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ୧୦୦ […] The post ଟସ୍ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ appeared first on Dharitri Odia News.
ରାଜକୋଟ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ଲେଇଙ୍ଗ୍-୧୧ରେ ଟିମ ଇଣ୍ଡିଆ ପରିବର୍ତ୍ତନ କରିଛି। ସରଫରାଜ ଖାନ ଏବଂ ଧ୍ରୁଭ ଜୁରେଲ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ମହମ୍ମଦ ସିରାଜ ଏବଂ ରବିନ୍ଦ୍ର ଜାଡେଜା ମଧ୍ୟ ଏକାଦଶ ଖେଳକୁ ଫେରିଛନ୍ତି। ଅକ୍ଷର ପଟେଲ ଏବଂ ମୁକେଶ କୁମାରଙ୍କୁ ବିରତି ଦିଆଯାଇଛି।
ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ୧୦୦ କିମ୍ବା ଅଧିକ ଟେଷ୍ଟ ମ୍ୟାଚ ଖେଳିବାରେ ସେ ୭୬ତମ କ୍ରିକେଟର।ସେ ଇଂଲଣ୍ଡ ପାଇଁ ୧୬ତମ ଖେଳାଳି। ଇଂଲଣ୍ଡର ଖେଳାଳିମାନେ ଏପର୍ଯ୍ୟନ୍ତ ସର୍ବାଧିକ ଟେଷ୍ଟ ମ୍ୟାଚ ଖେଳିଛନ୍ତି।
The post ଟସ୍ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ appeared first on Dharitri Odia News.