ଟାଟା ଇଲେକ୍ଟ୍ରୋନିକ୍ସ କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ
ହୋସୁର,୨୮ା୯: ତାମିଲନାଡୁର କ୍ରିଷ୍ଣାଗିରି ଜିଲାରେ ଥିବା ଟାଟା ଇଲେକ୍ଟ୍ରୋନିକ୍ସ ପ୍ରା. ଲିଃର ଇଲେକ୍ଟ୍ରୋନିକ ଉପକରଣ କାରଖାନାରେ ଶନିବାର ନିଆଁ ଲାଗିଯାଇଛି। କାରଖାନା ପରିସରରେ ଥିବା ରାସାୟନିକ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିଲା ବେଳେ ଏଥିରେ କେହି ମୃତାହତ ହୋଇନାହାନ୍ତି। ତେବେ ନିଆଁ ଲାଗିବା ବେଳେ ଗୋଦାମ ନିକଟରେ ଉପସ୍ଥିତ ଥିବା ୧୧ଜଣ ଶ୍ରମିକ ଶ୍ୱାସରୁଦ୍ଧ ହୋଇଯାଇଥିଲେ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ଟି ଦମକଳ ନିଆଁକୁ ଆୟତ୍ତ କରିଥିଲେ। The post ଟାଟା ଇଲେକ୍ଟ୍ରୋନିକ୍ସ କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.
ହୋସୁର,୨୮ା୯: ତାମିଲନାଡୁର କ୍ରିଷ୍ଣାଗିରି ଜିଲାରେ ଥିବା ଟାଟା ଇଲେକ୍ଟ୍ରୋନିକ୍ସ ପ୍ରା. ଲିଃର ଇଲେକ୍ଟ୍ରୋନିକ ଉପକରଣ କାରଖାନାରେ ଶନିବାର ନିଆଁ ଲାଗିଯାଇଛି।
କାରଖାନା ପରିସରରେ ଥିବା ରାସାୟନିକ ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଥିଲା ବେଳେ ଏଥିରେ କେହି ମୃତାହତ ହୋଇନାହାନ୍ତି। ତେବେ ନିଆଁ ଲାଗିବା ବେଳେ ଗୋଦାମ ନିକଟରେ ଉପସ୍ଥିତ ଥିବା ୧୧ଜଣ ଶ୍ରମିକ ଶ୍ୱାସରୁଦ୍ଧ ହୋଇଯାଇଥିଲେ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୭ଟି ଦମକଳ ନିଆଁକୁ ଆୟତ୍ତ କରିଥିଲେ।
The post ଟାଟା ଇଲେକ୍ଟ୍ରୋନିକ୍ସ କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ appeared first on Dharitri Odia News.