ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ ଫର କ୍ରିକେଟ ବୋର୍ଡର ଚୟନ କମିଟି ନିଜେ ଏକ ବୈଠକ କରିଛି। ରୋହିତ ଶର୍ମାଙ୍କ ସହ ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ ଏବଂ ସଞ୍ଜୁ ସାମସନ ଦଳରେ ସ୍ଥାନ ପାଇଛନ୍ତି। ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଭାରତୀୟ କ୍ରିକେଟ ଦଳ – ରୋହିତ […] The post ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ appeared first on Dharitri Odia News.

ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୩୦।୪: ବିସିସିଆଇ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କୁ ଦଳର ଅଧିନାୟକତ୍ୱ ଦାୟିତ୍ୱ ମିଳିଛି। ଭାରତରେ କ୍ରିକେଟ ଫର କ୍ରିକେଟ ବୋର୍ଡର ଚୟନ କମିଟି ନିଜେ ଏକ ବୈଠକ କରିଛି। ରୋହିତ ଶର୍ମାଙ୍କ ସହ ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ ଏବଂ ସଞ୍ଜୁ ସାମସନ ଦଳରେ ସ୍ଥାନ ପାଇଛନ୍ତି।

ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଭାରତୀୟ କ୍ରିକେଟ ଦଳ – ରୋହିତ ଶର୍ମା, ଯଶସ୍ବୀ ଜୟସ୍ବାଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ରିଷଭ ପନ୍ତ, ସଞ୍ଜୁ ସାମସନ, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଳଦୀପ ଯାଦବ, ଯୁଜବେନ୍ଦ୍ର ଚହଲ , ଅର୍ଶଦୀପ ସିଂ, ଜସପ୍ରିତ୍‌ ବୁମ୍‌ରା, ମହମ୍ମଦ ସିରାଜ।

ୟରିଜର୍ଭ ଖେଳାଳି – ଶୁବମନ ଗିଲ, ରିଙ୍କୁ ସିଂ, ଖଲିଲ ଅହମ୍ମଦ ଏବଂ ଆବେଶ ଖାନ

The post ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା, ଜାଣନ୍ତୁ ଦଳରେ କେଉଁମାନେ ପାଇଲେ ସ୍ଥାନ appeared first on Dharitri Odia News.