ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି। ସୁଚରିତା କହିଛନ୍ତି, ପୁରୀ ଲୋକ ସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି। ୪ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଦଳକୁ ଅନୁରୋଧ କରିଥିଲି। ହେଲେ ଦଳ କୌଣସି ପଦକ୍ଷେପ ନେଇନାହିଁ। The post ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ… appeared first on Dharitri Odia News.

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି।

ସୁଚରିତା କହିଛନ୍ତି, ପୁରୀ ଲୋକ ସଭା ଅଧୀନ ୭ ବିଧାନସଭା ଆସନରେ ଦୁର୍ବଳ ପ୍ରାର୍ଥୀ ଦିଆଯାଇଛି। ୪ ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ଦଳକୁ ଅନୁରୋଧ କରିଥିଲି। ହେଲେ ଦଳ କୌଣସି ପଦକ୍ଷେପ ନେଇନାହିଁ।

The post ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ… appeared first on Dharitri Odia News.