ଟିମ୍‌ ଇଣ୍ଡିଆର ଦୁଇ ଖେଳାଳିଙ୍କୁ ନେଇ ଛାନିଆ ନ୍ୟୁଜିଲାଣ୍ଡ

ମ୍ୟାଚକୁ ଆଉ ମାତ୍ର କିଛି ଘଣ୍ଟା ଥିବାବେଳେ ନ୍ୟୁଜିଲାଣ୍ଡକୁ ଘାରିଛି ପରାଜୟ ଭୟ ? ଖୋଦ୍ ନ୍ୟୁଜିଲାଣ୍ଡ କ୍ୟାପଟେନ୍ ମିଚେଲ ସାଣ୍ଟନର କହିଛନ୍ତି କେଉଁ ଭାରତୀୟ ଖେଳାଳିଙ୍କ ପାଇଁ ଅଧିକ ଚିନ୍ତାରେ ରହିଛି ଦଳ ।

ଟିମ୍‌ ଇଣ୍ଡିଆର ଦୁଇ ଖେଳାଳିଙ୍କୁ ନେଇ ଛାନିଆ ନ୍ୟୁଜିଲାଣ୍ଡ
Array