ଟ୍ରକକୁ ପଛ ପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ଆସ୍କା ୧୯।୦୯ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପିତଳ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛ ପଟୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ । ଯାହାଫଳର ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।ଖବର ଅନୁଯାୟୀ, ପିକ୍‌ଅପ୍‌ ଭ୍ୟାନ୍‌ଟି ଆସିକାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ପିତଳ ଛକ ନିକଟରେ ଥିବା ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ପିକ୍‌ଅପ୍‌ ଭ୍ୟାନ୍‌ । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

ଟ୍ରକକୁ ପଛ ପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ଆସ୍କା ୧୯।୦୯ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ପିତଳ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛ ପଟୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌ । ଯାହାଫଳର ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଖବର ଅନୁଯାୟୀ, ପିକ୍‌ଅପ୍‌ ଭ୍ୟାନ୍‌ଟି ଆସିକାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ପିତଳ ଛକ ନିକଟରେ ଥିବା ଏକ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ପିକ୍‌ଅପ୍‌ ଭ୍ୟାନ୍‌ । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।