ଟ୍ରକ୍‌-କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା, ଡ୍ରାଇଭର ଜୀବନ୍ତ ଦଗ୍ଧ

ସମ୍ୱଲପୁର: ସମ୍ୱଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କଣ୍ଟେନର ଚାଳକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଖଳାସୀ ଗୁରୁତର ଆହତ ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗାଡ଼ିରେ ଏବେ ବି ନିଅl ଲାଗି ଜଳୁଥିବା ବେଳେ ଜମନକିରା ଅଗ୍ନିଶମ ବିଭାଗ ପହଂଚିଛି। ଘଟଣା ପରେ ୨ ପାର୍ଶ୍ଵରେ ଶହ ଶହ ଗାଡି ଅଟକି ରାଜପଥ ଅବରୋଧ […]

ଟ୍ରକ୍‌-କଣ୍ଟେନର ମଧ୍ୟରେ ମୁହାଁମୁହିଁ ଧକ୍କା, ଡ୍ରାଇଭର ଜୀବନ୍ତ ଦଗ୍ଧ
truck hit bike: husband -wife died

ସମ୍ୱଲପୁର: ସମ୍ୱଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟର କଦଳୀପାଳ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କଣ୍ଟେନର ଚାଳକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଖଳାସୀ ଗୁରୁତର ଆହତ ହୋଇଛି। ତାଙ୍କୁ ଉଦ୍ଧାର କରାଯାଇ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗାଡ଼ିରେ ଏବେ ବି ନିଅl ଲାଗି ଜଳୁଥିବା ବେଳେ ଜମନକିରା ଅଗ୍ନିଶମ ବିଭାଗ ପହଂଚିଛି। ଘଟଣା ପରେ ୨ ପାର୍ଶ୍ଵରେ ଶହ ଶହ ଗାଡି ଅଟକି ରାଜପଥ ଅବରୋଧ ହୋଇଛି।