ଟ୍ରକ୍ ପଛରେ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍, ୧୦ରୁ ଉର୍ଦ୍ଧ୍ବ ତୀର୍ଥଯାତ୍ରୀ ଆହତ

ପାଟଣା ୧୯।୧: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକ୍ ପଛରେ ଏକ ତୀର୍ଥଯାତ୍ରୀ ବସ୍ ଧକ୍କା ଦେବାରୁ ବସ୍‌ରେ ଥିବା ପଶ୍ଚିମବଙ୍ଗ ଅଞ୍ଚଳର ୬୦ରୁ ଉର୍ଦ୍ଧ୍ବ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ତୀର୍ଥଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ‘ସାନଭି’ ନାମକ ଏକ ଘରୋଇ ବସ୍‌ ପଶ୍ଚିମବଙ୍ଗ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ତୀର୍ଥସ୍ଥାନ ବୁଲାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।You Can Read:ଚକା ଫାଟିଯିବାରୁ ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଚାଳକଙ୍କ ସମେତ ୪ ଗୁରୁତର

ଟ୍ରକ୍ ପଛରେ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍, ୧୦ରୁ ଉର୍ଦ୍ଧ୍ବ ତୀର୍ଥଯାତ୍ରୀ ଆହତ

ପାଟଣା ୧: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକ୍ ପଛରେ ଏକ ତୀର୍ଥଯାତ୍ରୀ ବସ୍ ଧକ୍କା ଦେବାରୁ ବସ୍‌ରେ ଥିବା ପଶ୍ଚିମବଙ୍ଗ ଅଞ୍ଚଳର ୬୦ରୁ ଉର୍ଦ୍ଧ୍ବ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ତୀର୍ଥଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । 

‘ସାନଭି’ ନାମକ ଏକ ଘରୋଇ ବସ୍‌ ପଶ୍ଚିମବଙ୍ଗ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ତୀର୍ଥସ୍ଥାନ ବୁଲାଇ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

You Can Read:

ଚକା ଫାଟିଯିବାରୁ ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଚାଳକଙ୍କ ସମେତ ୪ ଗୁରୁତର