ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ‘କୁନାଲ’ ନାମକ ଏକ ଘରୋଇ ବସ ସୁନ୍ଦରଗଡ଼ରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣାଘଟିଛି। The post ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ appeared first on Dharitri Odia News.

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ ଡ୍ରାଇଭରଙ୍କ ସମେତ ୧୦ ଜଣ ଆହତ ହୋଇଛନ୍ତି। ତେବେ ସମସ୍ତ ଆହତଙ୍କୁ କଟକ ମେଡିକାଲରେ ଭର୍ତ୍ତି କରାଯାଇଛି। ‘କୁନାଲ’ ନାମକ ଏକ ଘରୋଇ ବସ ସୁନ୍ଦରଗଡ଼ରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣାଘଟିଛି।

The post ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ appeared first on Dharitri Odia News.