ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା ବେଳେ ପୋଲିସର ଏକ ସ୍ବତନ୍ତ୍ର ଟିମ  ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣକ ନାବାଳିକାକୁ ନିଜ ଘରେ ଥିବା ଠେକୁଆ ଦେଖାଇବାକୁ କହି ଘରକୁ ନେଇ ବଳାତ୍କାର  କରିଥିବା ଜଣାପଡ଼ିଛି । ନାବାଳିକା ଜଣକ […] The post ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ  appeared first on Dharitri Odia News.

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 
ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି।
ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା ବେଳେ ପୋଲିସର ଏକ ସ୍ବତନ୍ତ୍ର ଟିମ  ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣକ ନାବାଳିକାକୁ ନିଜ ଘରେ ଥିବା ଠେକୁଆ ଦେଖାଇବାକୁ କହି ଘରକୁ ନେଇ ବଳାତ୍କାର  କରିଥିବା ଜଣାପଡ଼ିଛି । ନାବାଳିକା ଜଣକ ଗୁରୁତର ଥିବା ବେଳେ କଟକ ବ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି ।

The post ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ  appeared first on Dharitri Odia News.