ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ
ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ନିଯୁକ୍ତି ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଦେଇଛନ୍ତି। ସେହିଭଳି ଓଡ଼ିଶା ସମେତ ଆଉ 4 ରାଜ୍ୟରେ ମଧ୍ୟ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ଜେନେରାଲ ବିଜୟ କୁମାର ସିଂହଙ୍କୁ ମିଜୋରାମ ରାଜ୍ୟପାଳ, ରାଜେନ୍ଦ୍ର ବିଶ୍ଵନାଥ ଅର୍ଲେକରଙ୍କୁ କେରଳ ରାଜ୍ୟପାଳ, ଆରିଫ ମହମ୍ମଦଙ୍କୁ ବିହାର […] The post ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ appeared first on Dharitri Odia News.
ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ନିଯୁକ୍ତି ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଦେଇଛନ୍ତି।
ସେହିଭଳି ଓଡ଼ିଶା ସମେତ ଆଉ 4 ରାଜ୍ୟରେ ମଧ୍ୟ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି। ଜେନେରାଲ ବିଜୟ କୁମାର ସିଂହଙ୍କୁ ମିଜୋରାମ ରାଜ୍ୟପାଳ, ରାଜେନ୍ଦ୍ର ବିଶ୍ଵନାଥ ଅର୍ଲେକରଙ୍କୁ କେରଳ ରାଜ୍ୟପାଳ, ଆରିଫ ମହମ୍ମଦଙ୍କୁ ବିହାର ରାଜ୍ୟପାଳ ଏବଂ ଅଜୟ କୁମାର ଭଲ୍ଲାଙ୍କୁ ମଣିପୁର ରାଜ୍ୟପାଳ ନିଯୁକ୍ତ କରାଯାଇଛି।
The post ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ appeared first on Dharitri Odia News.