ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ସାମିଲ ରହିବେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର ୨୧।୦୬ : ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯେଉଁଥିରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ରହିବେ । ଖବର ଅନୁଯାୟୀ, ଗତ କିଛି ଦିନ ହେଲା ରାଜ୍ୟରେ ଡାଇରିଆ ସ୍ଥିତି ଅଣାୟତ ରହିଥିଲା । ହେଲେ ସମୟକ୍ରମେ ଏବେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ତଥାପି କିଛି ଅଞ୍ଚଳରେ ସଂକ୍ରମଣ ଅଧିକ ରହିଛି । ତେବେ କିପରି ସେହି ଅଞ୍ଚଳରେ ପଦକ୍ଷେପ ନିଆଯାଇଛି । ତାକୁ ନେଇ ମୁଖ୍ୟମନ୍ତ୍ରୀ ଡାକିଛନ୍ତି ସମୀକ୍ଷା ବୈଠକ । ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଡାଇରିଆ ସମୀକ୍ଷା ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । 

ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ସାମିଲ ରହିବେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର ୨୧।୦୬ : ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯେଉଁଥିରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ରହିବେ । 

ଖବର ଅନୁଯାୟୀ, ଗତ କିଛି ଦିନ ହେଲା ରାଜ୍ୟରେ ଡାଇରିଆ ସ୍ଥିତି ଅଣାୟତ ରହିଥିଲା । ହେଲେ ସମୟକ୍ରମେ ଏବେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ତଥାପି କିଛି ଅଞ୍ଚଳରେ ସଂକ୍ରମଣ ଅଧିକ ରହିଛି । ତେବେ କିପରି ସେହି ଅଞ୍ଚଳରେ ପଦକ୍ଷେପ ନିଆଯାଇଛି । ତାକୁ ନେଇ ମୁଖ୍ୟମନ୍ତ୍ରୀ ଡାକିଛନ୍ତି ସମୀକ୍ଷା ବୈଠକ । ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଡାଇରିଆ ସମୀକ୍ଷା ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।