ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୨୬ା୨(ଅନିଲଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ବରିଷ୍ଠ ନେତା ଡି. ବିଶ୍ୱନାଥଙ୍କୁ ଅତାବିରା ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସୋମବାର ବିଜେଡି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି। The post ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ appeared first on Dharitri Odia News.

ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୨୬ା୨(ଅନିଲଦାସ)-ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ବରିଷ୍ଠ ନେତା ଡି. ବିଶ୍ୱନାଥଙ୍କୁ ଅତାବିରା ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସୋମବାର ବିଜେଡି ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦିଆଯାଇଛି।

The post ଡି. ବିଶ୍ୱନାଥ ଅତାବିରା, ବରଗଡ ବିଜେଡି ପର୍ଯ୍ୟବେକ୍ଷକ appeared first on Dharitri Odia News.