ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ, ବରିଷ୍ଠ ଅଧିକାରୀ ସାମିଲ
ଭୁବନେଶ୍ୱର ୧୦।୦୪ : ଡିଜିପି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ନକ୍ସଲ-ମାଓ ଦମନ ନେଇ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି ଅପରେସନ ଦେବଦତ୍ତ ସିଂହ, ଆଇନ୍ ଶଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କ ସହ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ରହିଛନ୍ତି । ଖବର ଅନୁଯାୟୀ, ଆଗକୁ ଆସୁଛି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ନିର୍ବାଚନ । ଓଡିଶାରେ ସାଧାରଣ ଏବଂ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଯାଉଛି । ତେଣୁ ନିର୍ବାଚନରେ କୌଣସି ପ୍ରକାର ଅଘଟଣକୁ ପ୍ରତିହତା କରାଯିବ । ଏହାସହ ଏହି ସମୟରେ ମାଓବାଦୀ ଏବଂ ନକ୍ସଲଙ୍କ କାର୍ଯ୍ୟକଳାପ ଉପରେ କିପରି ରୋକ ଲଗାଯିବ ଆଦି ଅନେକ ପ୍ରସଙ୍ଗ ନେଇ ଓଡିଶା ପୋଲିସର ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଡିଜି କ୍ୟାମ୍ପ ଅଫିସରେ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି ଅପରେସନ ଦେବଦତ୍ତ ସିଂହ, ଆଇନ୍ ଶଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କ ସହ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ରହିଛନ୍ତି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚାଲିଛି ଆଲୋଚନା ।
ଭୁବନେଶ୍ୱର ୧୦।୦୪ : ଡିଜିପି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ । ନକ୍ସଲ-ମାଓ ଦମନ ନେଇ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ଚାଲିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି ଅପରେସନ ଦେବଦତ୍ତ ସିଂହ, ଆଇନ୍ ଶଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କ ସହ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ରହିଛନ୍ତି ।
ଖବର ଅନୁଯାୟୀ, ଆଗକୁ ଆସୁଛି ନିର୍ବାଚନ । ଆଉ ଦିନ କେଇଟା ପରେ ହେବ ନିର୍ବାଚନ । ଓଡିଶାରେ ସାଧାରଣ ଏବଂ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଯାଉଛି । ତେଣୁ ନିର୍ବାଚନରେ କୌଣସି ପ୍ରକାର ଅଘଟଣକୁ ପ୍ରତିହତା କରାଯିବ । ଏହାସହ ଏହି ସମୟରେ ମାଓବାଦୀ ଏବଂ ନକ୍ସଲଙ୍କ କାର୍ଯ୍ୟକଳାପ ଉପରେ କିପରି ରୋକ ଲଗାଯିବ ଆଦି ଅନେକ ପ୍ରସଙ୍ଗ ନେଇ ଓଡିଶା ପୋଲିସର ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଡିଜି କ୍ୟାମ୍ପ ଅଫିସରେ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜି ଅପରେସନ ଦେବଦତ୍ତ ସିଂହ, ଆଇନ୍ ଶଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କ ସହ ବହୁ ବରିଷ୍ଠ ଆଇପିଏସ୍ ଅଧିକାରୀ ଉପସ୍ଥିତ ରହିଛନ୍ତି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଚାଲିଛି ଆଲୋଚନା ।