ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର

ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍‌ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସେକ୍ଟର-୩ ଥାନା ରାଉରକେଲା ହାଉସ୍‌ ଛକ ନିକଟରେ  ବସ୍‌ଟି ଏକ କାରକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଯାଇଥିଲା। ବସ୍‌ର ସମ୍ମୁଖ ଭାଗ ଭାଙ୍ଗି ଯାଇଥିବାବେଳେ ସମସ୍ତ ଛାତ୍ରୀଛାତ୍ର ସୁରକ୍ଷିତ ଥିବା ଜଣାପଡ଼ିଛି। The post ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର appeared first on Dharitri Odia News.

ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର

ରାଉରକେଲା,୨୦ା୧୨: ରାଉରକେଲାରେ ଶୁକ୍ରବାର ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଡିଭାଇଡର ଉପରେ ବସ୍‌ଟି ଚଢ଼ିଯିବାରୁ ଏହି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ ଏଥିରେ ଥିବା ୫୦ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସେକ୍ଟର-୩ ଥାନା ରାଉରକେଲା ହାଉସ୍‌ ଛକ ନିକଟରେ  ବସ୍‌ଟି ଏକ କାରକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଯାଇଥିଲା। ବସ୍‌ର ସମ୍ମୁଖ ଭାଗ ଭାଙ୍ଗି ଯାଇଥିବାବେଳେ ସମସ୍ତ ଛାତ୍ରୀଛାତ୍ର ସୁରକ୍ଷିତ ଥିବା ଜଣାପଡ଼ିଛି।

The post ଡିଭାଇଡର ଉପରେ ଚଢ଼ିଗଲା ସ୍କୁଲ ବସ୍‌, ଏଥିରେ ଥିଲେ ୫୦ ଛାତ୍ରୀଛାତ୍ର appeared first on Dharitri Odia News.