ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା

ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍‌ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି। ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି। The post ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା appeared first on Dharitri Odia News.

ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା

ଭୁବନେଶ୍ୱର,୨୨।୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍‌ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି।

ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।

The post ଡିସିପି ଅଫିସ ସମ୍ମୁଖରେ ମୁହାଁମୁହିଁ ହେଲେ ଦୁଇ ଅଭିନେତା appeared first on Dharitri Odia News.