ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ
କଟକ,୫ା୯: କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। କ୍ୟାମ୍ପସ୍ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ରେଜିଷ୍ଟ୍ରାର ଚିଠି ଲେଖିଛନ୍ତି। କାରଣ ଆନ୍ଦୋଳନ ପାଇଁ କ୍ୟାମ୍ପସ୍ରେ ବିଭିନ୍ନ ସଂଗଠନ ଓ ଅଣଛାତ୍ର ପ୍ରବେଶ କରୁଛନ୍ତି। ଫଳରେ କ୍ୟାମ୍ପସ୍ରେ ଶୈକ୍ଷିକ ବାତାବରଣ ନଷ୍ଟ ହେଉଛି। ଏନେଇ ଦୃଢ଼ ପଦକ୍ଷେପ ଗ୍ରହଣ ସହ ଶୈକ୍ଷିକ ବାତାବରଣ ବଜାୟ ରଖିବାକୁ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି। ଏଥିସହ ପ୍ରବେଶ ପଥ ଏବଂ କ୍ୟାମ୍ପସ୍ରେ ପୋଲିସ ମୁତନ ପାଇଁ ମଧ୍ୟ ଡିସିପିଙ୍କୁ ଚିଠି ଲେଖିଛନ୍ତି […] The post ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ appeared first on Dharitri Odia News.
କଟକ,୫ା୯: କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। କ୍ୟାମ୍ପସ୍ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ରେଜିଷ୍ଟ୍ରାର ଚିଠି ଲେଖିଛନ୍ତି। କାରଣ ଆନ୍ଦୋଳନ ପାଇଁ କ୍ୟାମ୍ପସ୍ରେ ବିଭିନ୍ନ ସଂଗଠନ ଓ ଅଣଛାତ୍ର ପ୍ରବେଶ କରୁଛନ୍ତି। ଫଳରେ କ୍ୟାମ୍ପସ୍ରେ ଶୈକ୍ଷିକ ବାତାବରଣ ନଷ୍ଟ ହେଉଛି। ଏନେଇ ଦୃଢ଼ ପଦକ୍ଷେପ ଗ୍ରହଣ ସହ ଶୈକ୍ଷିକ ବାତାବରଣ ବଜାୟ ରଖିବାକୁ କର୍ତ୍ତୃପକ୍ଷ ନିବେଦନ କରିଛନ୍ତି। ଏଥିସହ ପ୍ରବେଶ ପଥ ଏବଂ କ୍ୟାମ୍ପସ୍ରେ ପୋଲିସ ମୁତନ ପାଇଁ ମଧ୍ୟ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ।
ସୂଚନାଯୋଗ୍ୟ, ସ୍ବାୟତ୍ତ ଶାସନ ପାଳନ ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ସା ନାଁ ପରିବର୍ତ୍ତନ ନେଇ କହିଥିଲେ। ସେ କହିଥିଲେ ଏହା ମୋର ବ୍ୟକ୍ତିଗତ ମତ। ତେବେ ସେହିଦିନଠାରୁ ଏହାକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହେବା ସହ ବିବାଦ ଥମିବାର ନାଁ ନେଉନି।
The post ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ appeared first on Dharitri Odia News.