ଡେରାବିଶ ସିଡିପିଓଙ୍କୁ ଅପସାରଣ, ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: ଆଜି କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନେହଲତା ସାହୁଙ୍କ ଅବହେଳା ପାଇଁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିଡିପିଓ ସ୍ନେହଲତା ସାହୁଙ୍କୁ ବ୍ଲକ ଅଫିସରୁ ଅପସାରଣ କରାଗଲା। ଘଟଣାର ନିରପେକ୍ଷ ତଦନ୍ତ ହୋଇ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ନିରପେକ୍ଷ ଏବଂ ତ୍ୱରିତ […]

ଭୁବନେଶ୍ୱର: ଆଜି କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅଧୀନସ୍ଥ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସ୍ନେହଲତା ସାହୁଙ୍କ ଅବହେଳା ପାଇଁ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ୭ ମାସର ଗର୍ଭ ନଷ୍ଟ ହେବା ଘଟଣାର ନିରପେକ୍ଷ ତଦନ୍ତ ପାଇଁ ସିଡିପିଓ ସ୍ନେହଲତା ସାହୁଙ୍କୁ ବ୍ଲକ ଅଫିସରୁ ଅପସାରଣ କରାଗଲା। ଘଟଣାର ନିରପେକ୍ଷ ତଦନ୍ତ ହୋଇ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ନିରପେକ୍ଷ ଏବଂ ତ୍ୱରିତ ତଦନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।