ଡେଲିଭରି କହିଲେ ଯେମିତି ଖାଲି ସିଜରିଆନ୍

ବର୍ତ୍ତମାନ ପ୍ରସବ କହିଲେ ଯେମିତି ସିଜରିଆନ୍। ସଂଖ୍ୟା ଏତେ ଯେ, ପଛରେ ପଡିଲାଣି ନର୍ମାଲ ଡେଲିଭରି। ରାଜ୍ୟରେ ସରକାରୀ ହସପିଟାଲ୍ ତୁଳନାରେ ଘରୋଇ ହସ୍ପିଟାଲ୍ ଗୁଡ଼ିକରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରି।

ଡେଲିଭରି କହିଲେ ଯେମିତି ଖାଲି ସିଜରିଆନ୍
Array