ଡ୍ୟାମ୍ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ
ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। The post ଡ୍ୟାମ୍ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ appeared first on Dharitri Odia News.
ଦେବଗଡ଼,୫ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଡିହି ଫରେଷ୍ଟ ସେକ୍ସନ ରେଙ୍ଗାଲି ରିଜର୍ଭରେ ଏକ କଲରାପତରିଆ ବାଘର ମୃତଦେହ ଭାସୁଛି। ତେବେ ବାଘର କିପରି କାହିଁକି ମୃତ୍ୟୁ ଘଟିଲା ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
The post ଡ୍ୟାମ୍ ପାଣିରେ ଭାସୁଛି କଲରାପତରିଆ ବାଘର ମୃତଦେହ appeared first on Dharitri Odia News.