ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ। The post ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ appeared first on Dharitri Odia News.

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ।

The post ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ appeared first on Dharitri Odia News.