ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା
ନରସିଂହପୁର,୫ା୯: କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍ଏସ୍ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ ସଂଘ ଓ ତହସିଲଦାରଙ୍କ ବିବାଦ ଯୋଗୁ ଏହି ୧୬୩ ଧାରା ଲାଗୁ ହୋଇଛି। ତହସିଲଦାରଙ୍କ ବଦଳି ପାଇଁ ଓକିଲ ସଂଘ ଦାବି କରିଥିଲା। ଏହାକୁ ନେଇ ଗୁରୁବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଂଘ ଧାରଣା ଦେବ ବୋଲି କହିଥିଲା। The post ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା appeared first on Dharitri Odia News.
ନରସିଂହପୁର,୫ା୯: କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍ଏସ୍ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ ସଂଘ ଓ ତହସିଲଦାରଙ୍କ ବିବାଦ ଯୋଗୁ ଏହି ୧୬୩ ଧାରା ଲାଗୁ ହୋଇଛି। ତହସିଲଦାରଙ୍କ ବଦଳି ପାଇଁ ଓକିଲ ସଂଘ ଦାବି କରିଥିଲା। ଏହାକୁ ନେଇ ଗୁରୁବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସଂଘ ଧାରଣା ଦେବ ବୋଲି କହିଥିଲା।
The post ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା appeared first on Dharitri Odia News.