ତାତିରୁ ତ୍ରାହି, ଆଶ୍ୱସ୍ତି ଆଣିଲା ବର୍ଷା
ଭୁବନେଶ୍ୱର,୭ା୪: କିଛିଦିନ ଧରି ସାରା ରାଜ୍ୟରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱର ମଧ୍ୟ ତତଲା କଡ଼େଇରେ ସିଝିଥିଲା। ତେବେ ରବିବାର ଅପରାହ୍ନରେ ରାଜଧାନୀର ଅନେକ ସ୍ଥାନରେ ବର୍ଷା ହୋଇଛି। ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତ ମଧ୍ୟ ହୋଇଛି। ତାତି ପରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟପିଥିଲା। The post ତାତିରୁ ତ୍ରାହି, ଆଶ୍ୱସ୍ତି ଆଣିଲା ବର୍ଷା appeared first on Dharitri Odia News.
ଭୁବନେଶ୍ୱର,୭ା୪: କିଛିଦିନ ଧରି ସାରା ରାଜ୍ୟରେ ପ୍ରଚଣ୍ଡ ତାତି ଅନୁଭୂତ ହେଉଥିବା ବେଳେ ରାଜଧାନୀ ଭୁବନେଶ୍ୱର ମଧ୍ୟ ତତଲା କଡ଼େଇରେ ସିଝିଥିଲା। ତେବେ ରବିବାର ଅପରାହ୍ନରେ ରାଜଧାନୀର ଅନେକ ସ୍ଥାନରେ ବର୍ଷା ହୋଇଛି। ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତ ମଧ୍ୟ ହୋଇଛି। ତାତି ପରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣି ଦେଇଛି।
ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟପିଥିଲା।
The post ତାତିରୁ ତ୍ରାହି, ଆଶ୍ୱସ୍ତି ଆଣିଲା ବର୍ଷା appeared first on Dharitri Odia News.