ତାତିରୁ ମିଳିବ ଆଶ୍ୱସ୍ତି: ୩ ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୫।୩: ତାତିରୁ ମିଳିବ ଆଶ୍ୱସ୍ତି। ଆଜିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଶନିବାର କିଛି ସ୍ଥାନରେ କାଳବୈଶାଖୀ […] The post ତାତିରୁ ମିଳିବ ଆଶ୍ୱସ୍ତି: ୩ ଦିନ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.

ତାତିରୁ ମିଳିବ ଆଶ୍ୱସ୍ତି:  ୩ ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୫।୩: ତାତିରୁ ମିଳିବ ଆଶ୍ୱସ୍ତି। ଆଜିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଶନିବାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

The post ତାତିରୁ ମିଳିବ ଆଶ୍ୱସ୍ତି: ୩ ଦିନ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.