ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ତାତିରେ ଲାଗିବ ବ୍ରେକ୍‌। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ଯାଜପୁରରେ ହାଲୁକାରୁ ମଧ୍ୟମ […] The post ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.

ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ତାତିରେ ଲାଗିବ ବ୍ରେକ୍‌। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ଯାଜପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ ଲାଗିବ ନାହିଁ। ।

The post ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ appeared first on Dharitri Odia News.