ତାଲିମପ୍ରାପ୍ତ ୬ ଆଇଏଏସ୍ ଅଫିସର ଉପଜିଲାପାଳ ନିଯୁକ୍ତ
ଭୁବନେଶ୍ୱର,୩।୯: ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆଇଏଏସ ଅଫିସର ଅକ୍ଷୟ ପିଲାଇଙ୍କୁ ବଣାଇ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କୁ ଆଠଗଡ଼, ଅରୁଗୁଳା ସ୍ନେହାଙ୍କୁ ପଦ୍ମପୁର, ଅକଭରାମ ସସ୍ୟା ରେଡ୍ଡୀଙ୍କୁ […] The post ତାଲିମପ୍ରାପ୍ତ ୬ ଆଇଏଏସ୍ ଅଫିସର ଉପଜିଲାପାଳ ନିଯୁକ୍ତ appeared first on Dharitri Odia News.
ଭୁବନେଶ୍ୱର,୩।୯: ଦ୍ୱିତୀୟ ପର୍ଯ୍ୟାୟ ତାଲିମ ପରେ ରାଜ୍ୟ ସରକାର ୨୦୨୨ ବ୍ୟାଚର ୬ ଜଣ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଉପଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଆଇଏଏସ ଅଫିସର ଅକ୍ଷୟ ପିଲାଇଙ୍କୁ ବଣାଇ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କୁ ଆଠଗଡ଼, ଅରୁଗୁଳା ସ୍ନେହାଙ୍କୁ ପଦ୍ମପୁର, ଅକଭରାମ ସସ୍ୟା ରେଡ୍ଡୀଙ୍କୁ ଜୟପୁର, ସମୀର କୁମାର ଜେନାଙ୍କୁ ତାଳଚେର ଏବଂ ସୌମ୍ୟ ରଞ୍ଜନ ପ୍ରଧାନଙ୍କୁ ରାଇରଙ୍ଗପୁର ଉପଜିଲପାଳ ଭାବେ ନିଯୁକ୍ତି ଦିଆଯାଇଛି।
The post ତାଲିମପ୍ରାପ୍ତ ୬ ଆଇଏଏସ୍ ଅଫିସର ଉପଜିଲାପାଳ ନିଯୁକ୍ତ appeared first on Dharitri Odia News.