ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ, ଠାବ ହୋଇଥିଲା କୋଟିଏ ଟଙ୍କାର ଫ୍ଲାଟ୍
ଭୁବନେଶ୍ବର ୩।୯: ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି । ସୋମବାର ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ । ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ୍ ଅଛି । ୨ଟି ମାର୍କେଟ୍ କମ୍ପ୍ଲେକ୍ସ, ୧୧ଟି ପ୍ଲଟ୍, ୫୩ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଠାବ ହୋଇଛି । ଭୁବନେଶ୍ବରରେ ଗୋଟିଏ ଡୁପ୍ଲେକ୍ସ ସହ ଘରୁ ମିଳିଥିଲା ୯.୮୫ ଲକ୍ଷ ଟଙ୍କା ।You Can Read:ନବବଧୂଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
ଭୁବନେଶ୍ବର ୩।୯: ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି । ସୋମବାର ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ । ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ୍ ଅଛି । ୨ଟି ମାର୍କେଟ୍ କମ୍ପ୍ଲେକ୍ସ, ୧୧ଟି ପ୍ଲଟ୍, ୫୩ ଲକ୍ଷ ଟଙ୍କାର ବ୍ୟାଙ୍କ ଜମା ଠାବ ହୋଇଛି । ଭୁବନେଶ୍ବରରେ ଗୋଟିଏ ଡୁପ୍ଲେକ୍ସ ସହ ଘରୁ ମିଳିଥିଲା ୯.୮୫ ଲକ୍ଷ ଟଙ୍କା ।
You Can Read: