ତିଗିରିଆରେ ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ : ୫ରୁ ଉର୍ଦ୍ଧ୍ବ ଆହତ

ଆଠଗଡ ୨୬।୩: ଆଠଗଡ ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ୫ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହାତ ମାନଙ୍କୁ ତିଗିରିଆ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୋଷ୍ଠୀ ସଂଘର୍ଷରେ ଭୋଗଡା ସରପଞ୍ଚ ଆହାତ ହେବା ସହିତ ସରପଞ୍ଚଙ୍କ ସ୍ୱାମୀ ଓ ଦିଅର ଆହାତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ଆଠଗଡ SDPO ଓ ତିଗିରିଆ ପୋଲିସ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଛି ।You Can Read :ମା’ ମଙ୍ଗଳାଙ୍କ ଚଇତି ଯାତ୍ରାର ପ୍ରଥମ ମଙ୍ଗଳବାର, ରାଜରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ

ତିଗିରିଆରେ ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ : ୫ରୁ ଉର୍ଦ୍ଧ୍ବ ଆହତ

ଆଠଗଡ ୩: ଆଠଗଡ ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ୫ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହାତ ମାନଙ୍କୁ ତିଗିରିଆ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୋଷ୍ଠୀ ସଂଘର୍ଷରେ ଭୋଗଡା ସରପଞ୍ଚ ଆହାତ ହେବା ସହିତ ସରପଞ୍ଚଙ୍କ ସ୍ୱାମୀ ଓ ଦିଅର ଆହାତ ହୋଇଥିବା ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ଆଠଗଡ SDPO ଓ ତିଗିରିଆ ପୋଲିସ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଛି ।

You Can Read :

ମା’ ମଙ୍ଗଳାଙ୍କ ଚଇତି ଯାତ୍ରାର ପ୍ରଥମ ମଙ୍ଗଳବାର, ରାଜରାଜେଶ୍ବରୀ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ