ତିଗିରିଆରେ ବୋମାମାଡ଼

ଆଠଗଡ଼: ପୂର୍ବ ଶତ୍ରୁତାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ତିଗିରିଆ ଥାନା ବେଲଅଣ୍ଟା ଗାଁରେ ୧୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ବୋମାମାଡ଼ ପରେ ଗାଁରେ ଉତ୍ତେଜନା ଦେଖାଦେଇଛି। ଘଟଣାସ୍ଥଳରେ ଆଠଗଡ଼ ଏସଡିପିଓ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।