ତିର୍ତ୍ତୋଲରେ ବିଜେଡିର ଜୋରଦାର ପ୍ରଚାର, ସାମିଲ ହେଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ

ଜଗତସିଂହପୁର(କେନ୍ୟୁଜ୍‌): ଜଗତସିଂହପୁର ଜ଼ିଲ୍ଲାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେଡିର ଜୋରଦାର ପ୍ରଚାର । ତିର୍ତ୍ତୋଲ ବିଜେଡି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକଙ୍କ ମାରାଥନ କ୍ୟାମ୍ପେନ । ଆଜି ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ଅଢଙ୍ଗଗଡ଼ ଠାରେ ଏକ ବିରାଟ ଜନସଭାରେ ଆଶୀର୍ବାଦ ଭିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ସାମିଲ ହୋଇଥିଲେ । ଏହାପରେ ରୋଡ଼ ଶୋରେ ବାହାରିଥିଲା । ଏଥିରେ […] The post ତିର୍ତ୍ତୋଲରେ ବିଜେଡିର ଜୋରଦାର ପ୍ରଚାର, ସାମିଲ ହେଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ appeared first on KNews Odisha.

ତିର୍ତ୍ତୋଲରେ ବିଜେଡିର ଜୋରଦାର ପ୍ରଚାର, ସାମିଲ ହେଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ
founder sir

ଜଗତସିଂହପୁର(କେନ୍ୟୁଜ୍‌): ଜଗତସିଂହପୁର ଜ଼ିଲ୍ଲାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେଡିର ଜୋରଦାର ପ୍ରଚାର । ତିର୍ତ୍ତୋଲ ବିଜେଡି ବିଧାୟକ ପ୍ରାର୍ଥୀ ରମାକାନ୍ତ ଭୋଇ ଓ ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକଙ୍କ ମାରାଥନ କ୍ୟାମ୍ପେନ । ଆଜି ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକ ଅଢଙ୍ଗଗଡ଼ ଠାରେ ଏକ ବିରାଟ ଜନସଭାରେ ଆଶୀର୍ବାଦ ଭିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ସାମିଲ ହୋଇଥିଲେ । ଏହାପରେ ରୋଡ଼ ଶୋରେ ବାହାରିଥିଲା । ଏଥିରେ ହଜାର ହଜାର ବିଜେଡି କର୍ମୀ ସାମିଲ ହୋଇଥିଲେ । ଶଙ୍ଖ ଚିହ୍ନରେ ଭୋଟ ଦେଇ ବିଜେଡି ପ୍ରାର୍ଥୀଙ୍କୁ ଜିତାଇବାକୁ ନିବେଦନ କରାଯାଇଛି ।

The post ତିର୍ତ୍ତୋଲରେ ବିଜେଡିର ଜୋରଦାର ପ୍ରଚାର, ସାମିଲ ହେଲେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ appeared first on KNews Odisha.