ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ମୋଦି

ନୂଆଦିଲ୍ଲୀ,୫।୬: ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ରହିଛି। ୮ ତାରିଖ ସାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ଦେଶର ଜନସାଧାରଣଙ୍କୁ […] The post ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ମୋଦି appeared first on Dharitri Odia News.

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ମୋଦି

ନୂଆଦିଲ୍ଲୀ,୫।୬: ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ରହିଛି। ୮ ତାରିଖ ସାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ।

ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀସ୍ଥିତ ଦଳ ମୁଖ୍ୟାଳୟରେ ଦେଶର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି।

The post ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ମୋଦି appeared first on Dharitri Odia News.