ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୩।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର। ଏବେ କଡ଼ା ନଜରରେ ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ହେବ ଓ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ […] The post ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା appeared first on Dharitri Odia News.

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଭୁବନେଶ୍ୱର,୨୩।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର। ଏବେ କଡ଼ା ନଜରରେ ମତଦାନ ପ୍ରକ୍ରିୟା । ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭାର ୯୪ଲକ୍ଷ ୪୮ହଜାର ୫୫୩ଜଣ ଭୋଟର ମୋଟ ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ହେବ ଓ ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଥିବା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ୧୨୧ କମ୍ପାନୀ କେନ୍ଦ୍ରୀୟ ଫୋର୍ସକୁ ମୁତୟନ କରାଯାଇଛି। ରାଜ୍ୟ ପୋଲିସ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିବେ।

The post ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସରିଲା ପ୍ରଚାର, ଶନିବାର ୪୪୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା appeared first on Dharitri Odia News.