ତେଜୁଛି OSSSC ବିରୋଧରେ ପରୀକ୍ଷାର୍ଥୀଙ୍କ ଅସନ୍ତୋଷ, ଲୋୟର ପିଏମ୍‌ଜିରେ ବିଶାଳ ସମାବେଶ

ଭୁବନେଶ୍ବର ୭/୧୦: ତେଜୁଛି OSSSC ବିରୋଧରେ ପରୀକ୍ଷାର୍ଥୀଙ୍କ ଅସନ୍ତୋଷ । ତ୍ରୁଟିପୂର୍ଣ୍ଣ ପରୀକ୍ଷା ଅଭିଯୋଗ ଆଣି ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ । ଭୁବନେଶ୍ବର ଲୋୟର ପିଏମ୍‌ଜି ଛକରେ ବିକ୍ଷୋଭ କରିଛନ୍ତି ପରୀକ୍ଷାର୍ଥୀ । RI,ARI,ଅମିନ,CDS ପରୀକ୍ଷା ବାତିଲ ଦାବିରେ ଗର୍ଜିଛନ୍ତି ଛାତ୍ରଛାତ୍ରୀ ।ବିଭ୍ରାଟରେ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି । ଦାବି ପୂରଣ ନହେବା ଯାଏ ଆନ୍ଦୋଳନ ଚାଲୁ ରହିବା ନେଇ ଚେତାବନୀ ଦେଇଛି ଷ୍ଟୁଡେଣ୍ଟ ଫେଡରେସନ । 