ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା,୪ା୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଉପରେ ଗୁରୁବାର ସକାଳୁ ଏକ ତେଲ ଟ୍ୟାଙ୍କର ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଟ୍ୟାଙ୍କର ଡ୍ରାଇଭର ଜିଅନ୍ତା ଜଳିଯାଇଛନ୍ତି। ଟ୍ରକ୍‌ ଡ୍ରାଇଭର ଟ୍ରକ୍‌ ତଳେ ଚାପି ହୋଇରହିଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ତଦନ୍ତ କରୁଛି। The post ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର appeared first on Dharitri Odia News.

ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା,୪ା୧: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଘାଟି ଉପରେ ଗୁରୁବାର ସକାଳୁ ଏକ ତେଲ ଟ୍ୟାଙ୍କର ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଟ୍ୟାଙ୍କର ଡ୍ରାଇଭର ଜିଅନ୍ତା ଜଳିଯାଇଛନ୍ତି। ଟ୍ରକ୍‌ ଡ୍ରାଇଭର ଟ୍ରକ୍‌ ତଳେ ଚାପି ହୋଇରହିଛନ୍ତି। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ତଦନ୍ତ କରୁଛି।

The post ତେଲ ଟ୍ୟାଙ୍କର-ଟ୍ରକ୍‌ ମୁହାଁମୁହିଁ: ଜିଅନ୍ତା ଜଳିଗଲେ ଡ୍ରାଇଭର appeared first on Dharitri Odia News.