ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୨: ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଗଙ୍ଗା ପୂଜା କରୁଛନ୍ତି। ଏହି ସମୟରେ ସିଆରପିଏଫ ଏବଂ ସେନା କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି। Prime Minister Narendra Modi takes a holy dip at Triveni Sangam in Prayagraj, Uttar Pradesh (Source: ANI/DD)#MahaKumbh2025 pic.twitter.com/gfXuw352yN — ANI (@ANI) February 5, 2025 ପ୍ରଧାନମନ୍ତ୍ରୀ ପୂର୍ବରୁ ମହାକୁମ୍ଭର ମହାନ କାର୍ଯ୍ୟକ୍ରମର […] The post ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୫।୨: ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ଗଙ୍ଗା ପୂଜା କରୁଛନ୍ତି। ଏହି ସମୟରେ ସିଆରପିଏଫ ଏବଂ ସେନା କର୍ମଚାରୀମାନେ ଉପସ୍ଥିତ ରହିଛନ୍ତି।
Prime Minister Narendra Modi takes a holy dip at Triveni Sangam in Prayagraj, Uttar Pradesh
(Source: ANI/DD)#MahaKumbh2025 pic.twitter.com/gfXuw352yN
— ANI (@ANI) February 5, 2025
ପ୍ରଧାନମନ୍ତ୍ରୀ ପୂର୍ବରୁ ମହାକୁମ୍ଭର ମହାନ କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ପ୍ରୟାଗରାଜ ଯାଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ସକାଳ ୧୦ଟାରେ ପ୍ରୟାଗରାଜ ବିମାନବନ୍ଦରରେ ପହଞ୍ଚିଥିଲେ।
The post ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି appeared first on Dharitri Odia News.