ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ…

ଭୁବନେଶ୍ୱର,୧୩ା୯(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ସାଇବର ଥାନାରେ ଅଭିନେତା ମନୋଜ ମିଶ୍ର ଓ ତାଙ୍କ ସ୍ତ୍ରୀ କିଛି ୟୁଟ୍ୟୁବର ଓ ୱେବ୍‌ ଚ୍ୟାନେଲ ମାଲିକଙ୍କ ବିରୋଧରେ ଗୁରୁବାର ଏଫ୍‌ଆଇଆର ଦାଖଲ କରିଛନ୍ତି। ସେମାନଙ୍କ ବୈବାହିକ ଜୀବନକୁ ନେଇ ସୋସିଆଲ୍‌ ମିଡିଆରେ ସମ୍ମାନହାନି କରିବା ଭଳି ମନ୍ତବ୍ୟ ଏବଂ ଭିଡିଓ ପୋଷ୍ଟ କରୁଥିବାରୁ ଉକ୍ତ ଚ୍ୟାନେଲଗୁଡିକ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗରେ ଦର୍ଶାଯାଇଛି। ଅଭିନେତାଙ୍କ ଅଭିଯୋଗ ଆଧାରରେ ସାଇବର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ […] The post ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ… appeared first on Dharitri Odia News.

ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ…

ଭୁବନେଶ୍ୱର,୧୩ା୯(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱର ସାଇବର ଥାନାରେ ଅଭିନେତା ମନୋଜ ମିଶ୍ର ଓ ତାଙ୍କ ସ୍ତ୍ରୀ କିଛି ୟୁଟ୍ୟୁବର ଓ ୱେବ୍‌ ଚ୍ୟାନେଲ ମାଲିକଙ୍କ ବିରୋଧରେ ଗୁରୁବାର ଏଫ୍‌ଆଇଆର ଦାଖଲ କରିଛନ୍ତି। ସେମାନଙ୍କ ବୈବାହିକ ଜୀବନକୁ ନେଇ ସୋସିଆଲ୍‌ ମିଡିଆରେ ସମ୍ମାନହାନି କରିବା ଭଳି ମନ୍ତବ୍ୟ ଏବଂ ଭିଡିଓ ପୋଷ୍ଟ କରୁଥିବାରୁ ଉକ୍ତ ଚ୍ୟାନେଲଗୁଡିକ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗରେ ଦର୍ଶାଯାଇଛି। ଅଭିନେତାଙ୍କ ଅଭିଯୋଗ ଆଧାରରେ ସାଇବର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହାସହ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେଇଥିବା ଚ୍ୟାନେଲଙ୍କୁ ଚିହ୍ନଟ କରିବାକୁ ଉଦ୍ୟମ ଚଳାଇଛି।

The post ଥାନାର ଦ୍ୱାରସ୍ଥ ହେଲେ ଅଭିନେତା ମନୋଜ ମିଶ୍ର: ଦ୍ୱିତୀୟ ସ୍ତ୍ରୀଙ୍କୁ ନେଇ… appeared first on Dharitri Odia News.