ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ହୋଇଥିବା ବେଳେ ଏସ୍‌ପି ରୋହିତ ବର୍ମା ଥାନା ସେଣ୍ଟ୍ରି ଦାୟିତ୍ୱରେ ରହିଥିବା କନଷ୍ଟେବଳ ଧନର ନାୟକଙ୍କୁ ନିଲମ୍ବନ କରିଛନ୍ତି। ଶନିବାର ଝରିଗାଁ ପୋଲିସ ଦ୍ୱାରା ସଂପୃକ୍ତ ଚମ୍ପଟ ଅଭିଯୁକ୍ତ ନରେଶ ଦାସ (୨୭)ଙ୍କୁ ଉମରକୋଟସ୍ଥିତ କେନାଲ ସହିରୁ ଗିରଫ କରାଯାଇଛି। ରବିବାର କୋର୍ଟ ଚାଲାଣ କରାଯିବ। The post ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ appeared first on Dharitri Odia News.

ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ହୋଇଥିବା ବେଳେ ଏସ୍‌ପି ରୋହିତ ବର୍ମା ଥାନା ସେଣ୍ଟ୍ରି ଦାୟିତ୍ୱରେ ରହିଥିବା କନଷ୍ଟେବଳ ଧନର ନାୟକଙ୍କୁ ନିଲମ୍ବନ କରିଛନ୍ତି। ଶନିବାର ଝରିଗାଁ ପୋଲିସ ଦ୍ୱାରା ସଂପୃକ୍ତ ଚମ୍ପଟ ଅଭିଯୁକ୍ତ ନରେଶ ଦାସ (୨୭)ଙ୍କୁ ଉମରକୋଟସ୍ଥିତ କେନାଲ ସହିରୁ ଗିରଫ କରାଯାଇଛି। ରବିବାର କୋର୍ଟ ଚାଲାଣ କରାଯିବ।

The post ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ appeared first on Dharitri Odia News.