ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ ।
ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ସେନା ଅଧିକାରୀ । ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ପି.ଏସ୍ ଶେଖାୱତ ଚିଠି ଲେଖିଛନ୍ତି । ଦେଖନ୍ତୁ ପୁରା ରିପୋର୍ଟ ।