ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଗତକାଲି ସମ୍ବଲପୁର ଠାରୁ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିଲେ । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ସଂସଦୀୟ […]

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହେଲେ ସମ୍ବଲପୁର ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥ
bjd 3

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବିଜେଡି ଉପଦେଷ୍ଟା ପ୍ରମୋଦ ରଥଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କୃତ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଗତକାଲି ସମ୍ବଲପୁର ଠାରୁ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ଏଥରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଅଧ୍ୟକ୍ଷତା କରିଥିଲେ ।

WhatsApp Image 2024 01 05 at 11.31.46 6d7624cd

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ସାଂସଦ ମାନସ ରଞ୍ଜନ ମଙ୍ଗରାଜ ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ । ବୈଠକରେ ଜିଲ୍ଲାର ସାଂଗଠନିକ କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଥିଲା । ଆଜି ବିଜେଡି ଜିଲ୍ଲା ଉପଦେଷ୍ଟା ପ୍ରମୋଦ ରଥଙ୍କ ଦଳ ବିରୋଧୀ କାର୍ଯ୍ୟ ସମ୍ପର୍କରେ ପ୍ରମାଣ ମିଳିବା ପରେ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି ।